Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:51 - ଓଡିଆ ବାଇବେଲ

51 ତହୁଁ ସେ ସପ୍ତମ ଦିନରେ ସେହି ଦାଗ ଦେଖିବ; ଯଦି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମରେ, ଯେକୌଣସି ଚର୍ମ ନିର୍ମିତ ବସ୍ତୁରେ ଯଦି ସେହି ଦାଗ ବଢ଼ିଥାଏ, ତେବେ ତାହା କ୍ଷୟ କୁଷ୍ଠରୋଗ; ତାହା ଅଶୁଚି ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ତହୁଁ ସେ ସପ୍ତମ ଦିନରେ ସେହି ଦାଗ ଦେଖିବ; ଯେବେ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମରେ, ଯେକୌଣସି ଚର୍ମନିର୍ମିତ ବସ୍ତୁରେ ଯେବେ ସେହି ଦାଗ ବଢ଼ିଥାଏ, ତେବେ ତାହା କ୍ଷୟ କୁଷ୍ଠ; ତାହା ଅଶୁଚି ଅଟେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ତହୁଁ ସେ ସପ୍ତମ ଦିନରେ ସେହି ଦାଗ ଦେଖିବ; ଯଦି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମରେ, ଯେକୌଣସି ଚର୍ମ ନିର୍ମିତ ବସ୍ତୁରେ ଯଦି ସେହି ଦାଗ ବଢ଼ିଥାଏ, ତେବେ ତାହା କ୍ଷୟ କୁଷ୍ଠରୋଗ; ତାହା ଅଶୁଚି ଅଟେ।

Gade chapit la Kopi

ପବିତ୍ର ବାଇବଲ

51-52 ସେ ସପ୍ତମ ଦିନରେ ସେହି ଦାଗ ପରୀକ୍ଷା କରିବ, ଯଦି ବସ୍ତ୍ରରେ କି ବୁଣା କିମ୍ବା ଉ‌‌‌ଲ୍‌‌‌ରେ ଶିଲାଇ କପଡ଼ା କିମ୍ବା ଶଣ କିମ୍ବା ଚର୍ମ କିମ୍ବା କୌଣସି ଚର୍ମ ଜିନିଷରେ ସେହି ଦାଗ ଯଦି ବଢ଼ିଥାଏ ତେବେ ତାହା କ୍ଷୟ କୁଷ୍ଠ ଓ ସେହି ବସ୍ତ୍ର ଅଶୁଚି ଅଟେ। ତେଣୁ ସେହି ଦାଗ ଥିବା ବସ୍ତ୍ର, ସୂତାର ବା ଚମଡ଼ାର ହେଉ କିମ୍ବା ଲୋମ ନିର୍ମିତ ହେଉ ତାହା ଦ‌‌‌‌ଗ୍‌‌‌‌ଧ କରାଯିବ। କାରଣ ତାହା କ୍ଷୟ କୁଷ୍ଠ, ସେହି ବସ୍ତ୍ର କିମ୍ବା ଚର୍ମ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ ହେବା ଉଚିତ୍।

Gade chapit la Kopi




ଲେବୀୟ ପୁସ୍ତକ 13:51
5 Referans Kwoze  

ତେବେ ଯାଜକ ଆସି ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହରେ ବୃଦ୍ଧି ପାଇଥାଏ, ତେବେ ସେହି ଗୃହରେ କ୍ଷୟ କୁଷ୍ଠରୋଗ ଅଛି; ତାହା ଅଶୁଚି ଅଟେ।


ଅବା ତାହା ଲୋମ କି ମସିନା(ସୂତା)ର ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ହେଉ;


ତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯେଉଁଥିରେ ସେହି ଦାଗ ଥାଏ, ତାହା ସାତ ଦିନ ବନ୍ଦ କରି ରଖିବ।


ଏଣୁ ବସ୍ତ୍ରରେ ଅବା ଲୋମ ନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ।


ପୁଣି, ଯାଜକ ସପ୍ତମ ଦିନରେ ପୁନର୍ବାର ଆସି ଦେଖିବ; ପୁଣି ପ୍ରକୃତରେ, ଯଦି ଗୃହର କାନ୍ଥରେ ସେହି ଦାଗ ବଢ଼ିଥାଏ,


Swiv nou:

Piblisite


Piblisite