Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:57 - ଓଡିଆ ବାଇବେଲ

57 ତଥାପି ଯଦି ସେହି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ତାହା ଦେଖାଯାଏ, ତେବେ ତାହା ବଢ଼ୁଅଛି; ଯହିଁରେ ସେହି ଦାଗ ଥାଏ, ତାହା ତୁମ୍ଭେ ଅଗ୍ନିରେ ପୋଡ଼ି ପକାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

57 ତଥାପି ଯେବେ ସେହି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମନିର୍ମିତ କୌଣସି ଦ୍ରବ୍ୟରେ ତାହା ଦେଖାଯାଏ, ତେବେ ତାହା ବଢ଼ୁଅଛି; ଯହିଁରେ ସେହି ଦାଗ ଥାଏ, ତାହା ତୁମ୍ଭେ ଅଗ୍ନିରେ ପୋଡ଼ି ପକାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

57 ତଥାପି ଯଦି ସେହି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ତାହା ଦେଖାଯାଏ, ତେବେ ତାହା ବଢ଼ୁଅଛି; ଯହିଁରେ ସେହି ଦାଗ ଥାଏ, ତାହା ତୁମ୍ଭେ ଅଗ୍ନିରେ ପୋଡ଼ି ପକାଇବ।

Gade chapit la Kopi

ପବିତ୍ର ବାଇବଲ

57 ତଥାପି ଯଦି ସେହି ବସ୍ତ୍ରରେ କି ଚର୍ମରେ, ସେହି ଦାଗ ଥାଏ ଓ ତାହା ବଢ଼େ, ତାକୁ ତୁମ୍ଭେ ଅଗ୍ନିରେ ପୋଡ଼ି ପକାଇବ।

Gade chapit la Kopi




ଲେବୀୟ ପୁସ୍ତକ 13:57
10 Referans Kwoze  

କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ ।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ ।


ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,


କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ ।


ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ ।"


ସିୟୋନରେ ପାପୀମାନେ ଭୀତ ଅଟନ୍ତି; ଅଧାର୍ମିକମାନଙ୍କୁ କମ୍ପ ହଠାତ୍‍ ଆକ୍ରମଣ କରିଅଛି। ଆମ୍ଭମାନଙ୍କ ମଧ୍ୟରୁ କିଏ ସର୍ବଗ୍ରାସକ ଅଗ୍ନିରେ ବାସ କରିପାରେ ? ଆମ୍ଭମାନଙ୍କ ମଧ୍ୟରୁ କିଏ ଅନନ୍ତ କାଳସ୍ଥାୟୀ ଜ୍ୱଳନରେ ବାସ କରିପାରେ ?


ଅବା ତାହା ଲୋମ କି ମସିନା(ସୂତା)ର ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ହେଉ;


ମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯଦି, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ।


ପୁଣି ଯେଉଁ ବସ୍ତ୍ର କି ଟାଣୀ କି ପଡୀୟାଣ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟ ଧୌତ କରିବ, ତହିଁରୁ ଯଦି ସେହି ଦାଗ ଯାଏ, ତେବେ ଦ୍ୱିତୀୟ ଥର ତାହା ଧୁଆଯିବ; ତହିଁରେ ତାହା ଶୁଚି ହେବ।


କୁଷ୍ଠ ରୋଗର ଘା’ ବିଷୟରେ ସାବଧାନ ହୁଅ, ଲେବୀୟ ଯାଜକମାନେ ତୁମ୍ଭକୁ ଯେଉଁ ସକଳ ଶିକ୍ଷା ଦିଅନ୍ତି, ତଦନୁସାରେ କରିବା ପାଇଁ ଯତ୍ନପୂର୍ବକ ମନୋଯୋଗ କର। ଆମ୍ଭେ ସେମାନଙ୍କୁ ଯେରୂପ ଆଜ୍ଞା ଦେଇଅଛୁ, ସେରୂପ କରିବାକୁ ତୁମ୍ଭେମାନେ ମନୋଯୋଗ କରିବ।


Swiv nou:

Piblisite


Piblisite