Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:7 - ଓଡିଆ ବାଇବେଲ

7 ମାତ୍ର ସେ ଶୁଚି ହେବା ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯଦି ତାହାର କାଛୁକୁଣ୍ଡିଆ ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମାତ୍ର ସେ ଶୌଚ ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯେବେ ତାହାର ପାମା ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମାତ୍ର ସେ ଶୁଚି ହେବା ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯଦି ତାହାର କାଛୁକୁଣ୍ଡିଆ ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ।

Gade chapit la Kopi

ପବିତ୍ର ବାଇବଲ

7 “ମାତ୍ର ସେ ଶୌଚ ନିମନ୍ତେ ନିଜକୁ ଯାଜକକୁ ଦେଖାଇଲା ପରେ ଯେବେ ତା'ର ଘା’ ଚର୍ମ ଉପରେ ବ୍ୟାପେ, ତେବେ ସେ ପୁନର୍ବାର ଯାଜକକୁ ଦେଖାଇବ।

Gade chapit la Kopi




ଲେବୀୟ ପୁସ୍ତକ 13:7
10 Referans Kwoze  

ତୁମ୍ଭ କୋପ ସକାଶୁ ମୋ’ ଶରୀର କିଛି ସ୍ୱାସ୍ଥ୍ୟ ନାହିଁ; ପୁଣି, ମୋ’ ପାପ ସକାଶୁ ମୋ’ ଅସ୍ଥିରେ କିଛି ଆରାମ ନାହିଁ।


ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ଯଦି ତାହା ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘା’ ଅଟେ।


“ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘା’ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।


ପୁଣି, ସପ୍ତମ ଦିନରେ ଯାଜକ ତାହାକୁ ପୁନର୍ବାର ଦେଖିବ; ଆଉ, ଯଦି ଘା’ ମଳିନ ହୋଇଥାଏ ଓ ଘା’ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ତାହା କାଛୁକୁଣ୍ଡିଆ ଅଟେ; ତହୁଁ ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।


ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ।


ପୁଣି, ଯାଜକ ସପ୍ତମ ଦିନରେ ପୁନର୍ବାର ଆସି ଦେଖିବ; ପୁଣି ପ୍ରକୃତରେ, ଯଦି ଗୃହର କାନ୍ଥରେ ସେହି ଦାଗ ବଢ଼ିଥାଏ,


Swiv nou:

Piblisite


Piblisite