Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:8 - ଓଡିଆ ବାଇବେଲ

8 ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହିଁରେ ପାମା ତାହାର ଚର୍ମରେ ବ୍ୟାପିଲା, ଏପରି ଯେବେ ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, ତାହା କୁଷ୍ଠ ରୋଗ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ।

Gade chapit la Kopi

ପବିତ୍ର ବାଇବଲ

8 ଯାଜକ ଯଦି ଦେଖିବ ସେହି କ୍ଷତି ଚର୍ମରେ ବ୍ୟାପିଲା, ତେବେ ସେ ତାକୁ ଅଶୁଚି ବୋଲି ପ୍ରକାଶ କରିବ ଏବଂ ତାହା କୁଷ୍ଠରୋଗ।

Gade chapit la Kopi




ଲେବୀୟ ପୁସ୍ତକ 13:8
9 Referans Kwoze  

ସେମାନେ ସେମାନଙ୍କୁ ସ୍ୱାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ୱାରା ପରାସ୍ତ ହୁଏ, ସେ ସେଥିର ଦାସ ।


ଏବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ୱରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ ।


ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘା’ ଦେଖିବ; ଆଉ ଯଦି ଘା’ର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘା’ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘା’ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।


“ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘା’ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।


ମାତ୍ର ସେ ଶୁଚି ହେବା ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯଦି ତାହାର କାଛୁକୁଣ୍ଡିଆ ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ।


କୌଣସି ମନୁଷ୍ୟଠାରେ କୁଷ୍ଠରୋଗର ଘା’ ହେଲେ, ସେ ଯାଜକ ନିକଟକୁ ଅଣାଯିବ;


“ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆଜ୍ଞା ଦିଅ।”


Swiv nou:

Piblisite


Piblisite