Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:9 - ଓଡିଆ ବାଇବେଲ

9 କୌଣସି ମନୁଷ୍ୟଠାରେ କୁଷ୍ଠରୋଗର ଘା’ ହେଲେ, ସେ ଯାଜକ ନିକଟକୁ ଅଣାଯିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କୌଣସି ମନୁଷ୍ୟଠାରେ କୁଷ୍ଠ ରୋଗର ଘା ହେଲେ, ସେ ଯାଜକ ନିକଟକୁ ଅଣାଯିବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କୌଣସି ମନୁଷ୍ୟଠାରେ କୁଷ୍ଠରୋଗର ଘାʼ ହେଲେ, ସେ ଯାଜକ ନିକଟକୁ ଅଣାଯିବ;

Gade chapit la Kopi

ପବିତ୍ର ବାଇବଲ

9 “କୌଣସି ଲୋକଠାରେ କୁଷ୍ଠରୋଗର କ୍ଷତ ହେଲେ ତାକୁ ଯାଜକ ନିକଟକୁ ଅଣାଯିବ।

Gade chapit la Kopi




ଲେବୀୟ ପୁସ୍ତକ 13:9
3 Referans Kwoze  

“ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘା’ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।


ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ।


ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,


Swiv nou:

Piblisite


Piblisite