Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:16 - ଓଡିଆ ବାଇବେଲ

16 ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଡାହାଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଦକ୍ଷିଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ଵାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଡାହାଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;

Gade chapit la Kopi

ପବିତ୍ର ବାଇବଲ

16 ତା'ପରେ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଦକ୍ଷିଣ ଅଙ୍ଗୁଳି ବୁଡ଼ାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତଥର ଛିଞ୍ଚିବ।

Gade chapit la Kopi




ଲେବୀୟ ପୁସ୍ତକ 14:16
7 Referans Kwoze  

ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ୱରଙ୍କ ଗୌରବ ନିମନ୍ତେ ସବୁ କର ।


ତେବେ ଆଉ ନଅ ଜଣ କାହାନ୍ତି ? ଈଶ୍ୱରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୂଦୀ ଲୋକଟି ଛଡ଼ା କ'ଣ ଆଉ କେହି ଫେରିଆସି ନାହିଁ ?


ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।


ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।


ଆଉ, ଯାଜକ ସେହି ଏକ ଲୋଗ୍‍ ତୈଳରୁ କିଛି ନେଇ ଆପଣା ବାମ ହସ୍ତର ପାପୁଲିରେ ଢାଳିବ;


ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;


ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ; ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ।


Swiv nou:

Piblisite


Piblisite