Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:25 - ଓଡିଆ ବାଇବେଲ

25 ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ଦକ୍ଷିଣ ହସ୍ତ-ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ ବୃଦ୍ଧାଙ୍ଗୁଳିରେ ଲଗାଇବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ;

Gade chapit la Kopi

ପବିତ୍ର ବାଇବଲ

25 ତା'ପରେ ଯାଜକ ସେହି ଦୋଷାର୍ଥକ ବଳି ପାଇଁ ଉର୍ଦ୍ଦିଷ୍ଟ ମେଷବତ୍ସ ବଧ କରିବ। ଆଉ ସେଥିରୁ କିଛି ରକ୍ତ ନେଇ ଯାଜକ ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ।

Gade chapit la Kopi




ଲେବୀୟ ପୁସ୍ତକ 14:25
7 Referans Kwoze  

ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ।


ବଳିଦାନ ଓ ନୈବେଦ୍ୟରେ ତୁମ୍ଭର ସନ୍ତୋଷ ନାହିଁ; ତୁମ୍ଭେ ମୋହର କର୍ଣ୍ଣ ମୁକ୍ତ କରିଅଛ; ତୁମ୍ଭେ ହୋମବଳି ଓ ପାପାର୍ଥକ ବଳି ଚାହିଁ ନାହଁ।


ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ-ପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।


ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ତହିଁ ଉତ୍ତାରେ ଯାଜକ ସେହି ତୈଳରୁ କିଛି ନେଇ ଆପଣା ବାମ ହସ୍ତ ପାପୁଲିରେ ଢାଳିବ;


ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଡାହାଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।


Swiv nou:

Piblisite


Piblisite