Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:5 - ଓଡିଆ ବାଇବେଲ

5 ପୁଣି ଯାଜକ ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବାକୁ ଆଜ୍ଞା ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଯାଜକ ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକି ବଧ କରିବାକୁ ଆଜ୍ଞା ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି ଯାଜକ ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବାକୁ ଆଜ୍ଞା ଦେବ।

Gade chapit la Kopi

ପବିତ୍ର ବାଇବଲ

5 ପୁଣି ଯାଜକ ମୃତ୍ତିକାପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକି ବଧ କରିବାକୁ ଆଦେଶ ଦେବ।

Gade chapit la Kopi




ଲେବୀୟ ପୁସ୍ତକ 14:5
8 Referans Kwoze  

ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍‍, ଶୟତାନକୁ ବିନାଶ କରି ପାରନ୍ତି;


ପୁଣି, ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକୁ ବଧ କରିବ;


ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହଁନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି । କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଈଶ୍ୱରଙ୍କ ଶକ୍ତି ହେତୁ ସେ ଜୀବିତ । ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଈଶ୍ୱରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା ।


କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ୱରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ ।


ମାତ୍ର ମହାଶକ୍ତି ଯେ ଈଶ୍ୱରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;


ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ।


ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।


ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ;


Swiv nou:

Piblisite


Piblisite