Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:1 - ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

1 ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ ମଧ୍ୟ କହିଲେ,

Gade chapit la Kopi




ଲେବୀୟ ପୁସ୍ତକ 15:1
8 Referans Kwoze  

ଈଶ୍ୱର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି


ନିଶ୍ଚୟ ପ୍ରଭୁ ସଦାପ୍ରଭୁ ନିଜ ଗୁପ୍ତ ବିଷୟ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣଙ୍କୁ ପ୍ରକାଶ ନ କରି କିଛି କରନ୍ତି ନାହିଁ।


ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।


ତା’ପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,


ତା’ପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,


ଏହି ସବୁ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି, ଏହା ଜଣାଇବା ନିମନ୍ତେ କୁଷ୍ଠରୋଗର ଏହି ବ୍ୟବସ୍ଥା।”


“ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯଦି ପୁରୁଷର ଶରୀରରେ ପ୍ରମେହ ରୋଗ ହୁଏ, ସେ ଆପଣାର ସେହି ପ୍ରମେହ ସକାଶୁ ଅଶୁଚି ହେବ।


ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।”


Swiv nou:

Piblisite


Piblisite