ଲେବୀୟ ପୁସ୍ତକ 15:12 - ଓଡିଆ ବାଇବେଲ12 ପୁଣି, ପ୍ରମେହୀ ଯେଉଁ ମୃତ୍ତିକାପାତ୍ର ଛୁଇଁବ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ପ୍ରମେହୀ ଯେଉଁ ମୃତ୍ତିକାପାତ୍ର ଛୁଏଁ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ପ୍ରମେହୀ ଯେଉଁ ମୃତ୍ତିକା ପାତ୍ର ଛୁଇଁବ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ। Gade chapit laପବିତ୍ର ବାଇବଲ12 “ଯଦି କୌଣସି କ୍ଷରଣକାରୀ ମାଟିପାତ୍ରକୁ ଛୁଏଁ ତେବେ ସେହି ପାତ୍ରକୁ ଭାଙ୍ଗି ଦିଆଯିବ। ଆଉ ଯଦି କୌଣସି କାଠପାତ୍ରକୁ ଛୁଏଁ ତେବେ ତାହା ଜଳରେ ଧୁଆଯିବା ଉଚିତ୍। Gade chapit la |