Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:16 - ଓଡିଆ ବାଇବେଲ

16 ଆଉ, ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ, ଯେବେ କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ, ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ପବିତ୍ର ବାଇବଲ

16 “ଯଦି କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ସମସ୍ତ ଶରୀରକୁ ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi




ଲେବୀୟ ପୁସ୍ତକ 15:16
9 Referans Kwoze  

ପୁଣି, ହାରୋଣ ବଂଶର ଯେକେହି କୁଷ୍ଠୀ ଅବା ପ୍ରମେହୀ ହୁଏ, ସେ ଶୁଚି ନ ହେବା ପର୍ଯ୍ୟନ୍ତ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ। ଯେକେହି ଶବ ଦ୍ୱାରା ଅଶୁଚି ହୋଇଥିବା କୌଣସି ଦ୍ରବ୍ୟକୁ, ଅବା ଯାହାର ବୀର୍ଯ୍ୟପାତ ହେଉଥାଏ, ଏପରି କୌଣସି ମନୁଷ୍ୟକୁ ଛୁଇଁବ;


ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ ।


ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।


ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ୱରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ ।


ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ।


ଆଉ ତୁମ୍ଭେ ମଧ୍ୟ ବାହାରକୁ ଯିବା ନିମନ୍ତେ ଛାଉଣି ବାହାରେ ଏକ ସ୍ଥାନ କରିବ;


Swiv nou:

Piblisite


Piblisite