Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:21 - ଓଡିଆ ବାଇବେଲ

21 ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ଯେକେହି ତାହାର ଶଯ୍ୟା ଛୁଏଁ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ଯେକେହି ତାହାର ଶଯ୍ୟା ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ପବିତ୍ର ବାଇବଲ

21 ଯଦି କୌଣସି ବ୍ୟକ୍ତି ତା'ର ଶଯ୍ୟା ଛୁଇଁବ ସେ ତା'ର ବସ୍ତ୍ର ଧୋଇବ ଓ ସେ ଜଳରେ ସ୍ନାନ କରିବ। ଆଉ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi




ଲେବୀୟ ପୁସ୍ତକ 15:21
9 Referans Kwoze  

ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି ।


ତାହାହେଲେ ଜଗତର ପତ୍ତନ ସମୟଠାରୁ ଥରକୁଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗାନ୍ତ ସମୟରେ ଆପଣାକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି ।


ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ୱରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ ।


ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ, ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି।


ଆଉ ସେ ଆପଣା ସ୍ତ୍ରୀଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ହେବ ଓ ଯହିଁ ଉପରେ ସେ ବସିବ, ତାହା ଅଶୁଚି ହେବ।


ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଆଉ, ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।”


Swiv nou:

Piblisite


Piblisite