Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:25 - ଓଡିଆ ବାଇବେଲ

25 ଆଉ, ସ୍ତ୍ରୀର ରଜଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀର ରଜଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀର ରଜଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆଉ, ସ୍ତ୍ରୀଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ, ସ୍ତ୍ରୀର ରଜଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀର ରଜଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀର ରଜଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ।

Gade chapit la Kopi

ପବିତ୍ର ବାଇବଲ

25 “ଆଉ ସ୍ତ୍ରୀର ମାସିକ ଧର୍ମ ସମୟ ଛଡ଼ା ଯଦି କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିମ୍ବା ସାତ ଦିନ ଅତିବାହିତ ହେଲା ପରେ ଯଦି ରକ୍ତସ୍ରାବ ହୁଏ, ତେବେ ରକ୍ତସ୍ରାବ ହେଉଥିବ ପର୍ଯ୍ୟନ୍ତ ସେ ସ୍ତ୍ରୀର ମାସିକ ଧର୍ମ ସମୟ ପରି ଅଶୁଚି ରହିବ।

Gade chapit la Kopi




ଲେବୀୟ ପୁସ୍ତକ 15:25
6 Referans Kwoze  

ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗରେ ଜଣେ ସ୍ତ୍ରୀଲୋକ, ଯେ କି କାହାରି ଦ୍ୱାରା ସୁସ୍ଥ ହୋଇ ପାରି ନ ଥିଲା,


ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ,


ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା,


ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ସଦୃଶ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀର ରଜଧର୍ମ ସମୟର ଅଶୁଚିତା ସଦୃଶ ଅଶୁଚି ହେବ।


Swiv nou:

Piblisite


Piblisite