ଲେବୀୟ ପୁସ୍ତକ 15:26 - ଓଡିଆ ବାଇବେଲ26 ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ସଦୃଶ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀର ରଜଧର୍ମ ସମୟର ଅଶୁଚିତା ସଦୃଶ ଅଶୁଚି ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)26 ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ନ୍ୟାୟ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀଧର୍ମ ସମୟର ଅଶୌଚ ନ୍ୟାୟ ଅଶୁଚି ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ସଦୃଶ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀର ରଜଧର୍ମ ସମୟର ଅଶୁଚିତା ସଦୃଶ ଅଶୁଚି ହେବ। Gade chapit laପବିତ୍ର ବାଇବଲ26 ଯଦି ସେହି ରକ୍ତସ୍ରାବ ଗ୍ଭଲିଥିବା ସମୟରେ ସେ କୌଣସି ଶଯ୍ୟାରେ ଶୟନ କରେ, ତେବେ ତାହା ସ୍ତ୍ରୀ-ଧର୍ମ ସମୟ ପରି ଅଶୁଚି ରହିବ। ଆଉ ସେ ଯେଉଁ ଆସନ ଉପରେ ବସିବ ତା’ ମଧ୍ୟ ସ୍ତ୍ରୀଧର୍ମ ସମୟ ପରେ ଅଶୁଚି ରହିବ। Gade chapit la |