Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:7 - ଓଡିଆ ବାଇବେଲ

7 ପୁଣି, ଯେକେହି ପ୍ରମେହୀର ଶରୀର ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ଯେକେହି ପ୍ରମେହୀର ଶରୀର ଛୁଏଁ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ଯେକେହି ପ୍ରମେହୀର ଶରୀର ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ପବିତ୍ର ବାଇବଲ

7 ଆଉ ଯଦି କେହି କ୍ଷରଣକାରୀଙ୍କୁ ଛୁଇଁବ ତେବେ ସେ ତା'ର ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi




ଲେବୀୟ ପୁସ୍ତକ 15:7
7 Referans Kwoze  

ଆଉ, ଯେକୌଣସି ପଦାର୍ଥ ଉପରେ ପ୍ରମେହୀ ବସେ, ତହିଁ ଉପରେ ଯଦି କେହି ବସେ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଆଉ, ପ୍ରମେହୀ ଯଦି ଶୁଚି ଲୋକର ଦେହରେ ଛେପ ପକାଏ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଆଉ, ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଆଉ, ତୁମ୍ଭମାନଙ୍କର ଖାଦ୍ୟ ଯୋଗ୍ୟ କୌଣସି ପଶୁ ମଲେ, ଯେକେହି ତାହାର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଅଥବା ଯାହା ଦ୍ୱାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଇଁବ,


ପୁଣି, ସେ ଅଶୁଚି ଲୋକ ଯାହା କିଛି ଛୁଏଁ, ତାହା ଅଶୁଚି ହେବ; ଆଉ ଯେଉଁ ପ୍ରାଣୀ ତାହା ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।”


Swiv nou:

Piblisite


Piblisite