ଲେବୀୟ ପୁସ୍ତକ 16:30 - ଓଡିଆ ବାଇବେଲ30 କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)30 କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚିକରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ୍ତ କରାଯିବ; ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣାର ସକଳ ପାପରୁ ପରିଷ୍କୃତ ହେବ। Gade chapit laପବିତ୍ର ବାଇବଲ30 କାରଣ ସେହି ଦିନରେ ତୁମ୍ଭମାନଙ୍କୁ ଶୁଚି କରିବା ନିମନ୍ତେ ତୁମ୍ଭମାନଙ୍କ ପାଇଁ ପ୍ରାୟଶ୍ଚିତ କରାଯିବ। ତୁମ୍ଭେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ନିଜ ନିଜର ସକଳ ପାପରୁ ପରିଷ୍କୃତ ହେବ। Gade chapit la |