Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:7 - ଓଡିଆ ବାଇବେଲ

7 ତହୁଁ ସେହି ଦୁଇ ଛାଗ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ କରାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ସେହି ଦୁଇ ଛାଗ ନେଇ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ କରାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ସେହି ଦୁଇ ଛାଗ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ କରାଇବ।

Gade chapit la Kopi

ପବିତ୍ର ବାଇବଲ

7 “ତା'ପରେ ହାରୋଣ ଦୁଇଟି ଛାଗ ସମାଗମ-ତମ୍ବୁର ଦ୍ୱାର ଦେଶରେ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ।

Gade chapit la Kopi




ଲେବୀୟ ପୁସ୍ତକ 16:7
7 Referans Kwoze  

ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ୱରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା ।


ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ ।


ପୁଣି ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ।


ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂ ପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।


ଆଉ, ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।


ପୁଣି, ହାରୋଣ ସେହି ଦୁଇ ଛାଗ ମଧ୍ୟରେ ଗୁଲିବାଣ୍ଟ କରିବ; ତହିଁରୁ ଗୋଟିଏ ସଦାପ୍ରଭୁଙ୍କ ନିମନ୍ତେ ଓ ଅନ୍ୟଟି ତ୍ୟାଗ ନିମନ୍ତେ ହେବ।


Swiv nou:

Piblisite


Piblisite