ଲେବୀୟ ପୁସ୍ତକ 17:10 - ଓଡିଆ ବାଇବେଲ10 ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଉ, ଇସ୍ରାଏଲ-ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯେବେ କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତଭୋକ୍ତା ପ୍ରାଣୀର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; Gade chapit laପବିତ୍ର ବାଇବଲ10 “ଆଉ କୌଣସି ଇସ୍ରାଏଲୀୟ କିମ୍ବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜି ପ୍ରାଣୀର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କଠାରୁ ତାକୁ ପୃଥକ ରଖିବା। Gade chapit la |