Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 17:16 - ଓଡିଆ ବାଇବେଲ

16 ମାତ୍ର ଯଦି ସେ (ବସ୍ତ୍ର) ଧୌତ ନ କରେ କି ସ୍ନାନ ନ କରେ, ତେବେ ସେ ଆପଣା ଅପରାଧ ବୋହିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମାତ୍ର ଯେବେ ସେ (ବସ୍ତ୍ର) ନ ଧୁଏ କି ସ୍ନାନ ନ କରେ, ତେବେ ସେ ଆପଣା ଅପରାଧ ବହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମାତ୍ର ଯଦି ସେ (ବସ୍ତ୍ର) ଧୌତ ନ କରେ କି ସ୍ନାନ ନ କରେ, ତେବେ ସେ ଆପଣା ଅପରାଧ ବୋହିବ।”

Gade chapit la Kopi

ପବିତ୍ର ବାଇବଲ

16 ଯଦି ସେ ତା'ର ବସ୍ତ୍ର ନ ଧୂଏ କିମ୍ବା ସ୍ନାନ ନ କରେ, ତେବେ ସେ ପାପର ଅପରାଧ ବହନ କରିବ।”

Gade chapit la Kopi




ଲେବୀୟ ପୁସ୍ତକ 17:16
11 Referans Kwoze  

“ଆଉ, ଯଦି କୌଣସି ବ୍ୟକ୍ତି ସାକ୍ଷୀ ହୋଇ ଶପଥ କରାଇବାର କଥା ଶୁଣିଲେ ହେଁ, ଯାହା ସେ ଦେଖିଅଛି ବା ଜାଣିଅଛି, ତାହା ପ୍ରକାଶ ନ କରି ପାପ କରେ, ତେବେ ସେ ଆପଣା ଅପରାଧ ବୋହିବ।


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ ।


ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ ।


ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋର ପାଦ ଧୋଇଦେବେ ନାହିଁ । ଯୀଶୁ ତାଙ୍କୁ ଉତ୍ତର ଦେଲେ, ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋ' ସହିତ ତୁମ୍ଭର କୌଣସି ଅଂଶ ନାହିଁ ।


ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।


ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍‍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ।


ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite