Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 18:11 - ଓଡିଆ ବାଇବେଲ

11 ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭେ ଆପଣା ବିମାତୃକନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭେ ଆପଣା ସାବତ ଭଉଣୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

11 “ତୁମ୍ଭେ ତୁମ୍ଭ ବିମାତା କନ୍ୟା ସହିତ ଯୌନ ସମ୍ପର୍କ ରଖିବ ନାହିଁ, କାରଣ ସେ ତମ୍ଭର ପିତାଙ୍କଠାରୁ ଜନ୍ମି ଅଛି ଓ ସେ ତୁମ୍ଭର ଭଗିନୀ, ତା’ ସହିତ ଯୌନ ସମ୍ପର୍କ ରଖିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 18:11
4 Referans Kwoze  

ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍‍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହରେ ଜନ୍ମ ହେଉ କି ଅନ୍ୟତ୍ର ଜନ୍ମ ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ।


ତୁମ୍ଭେ ଆପଣା ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ତାହା ତୁମ୍ଭ ନିଜର ଆବରଣୀୟ।


ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି।


ତହିଁରେ ସେ ଉତ୍ତର କଲା, “ନା ନା, ମୋର ଭାଇ, ମୋତେ ଭ୍ରଷ୍ଟ ନ କର; “କାରଣ ଇସ୍ରାଏଲ ମଧ୍ୟରେ ଏହିପରି କର୍ମ ନ କରାଯିବା ଉଚିତ୍।” ତୁମ୍ଭେ ଏହି ମୂଢ଼କର୍ମ ନ କର !


Swiv nou:

Piblisite


Piblisite