Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 18:13 - ଓଡିଆ ବାଇବେଲ

13 ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରଜାତା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି।

Gade chapit la Kopi

ପବିତ୍ର ବାଇବଲ

13 ତୁମ୍ଭେ ତୁମ୍ଭର ମାଉସୀ ସହିତ ମଧ୍ୟ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭ ମାଙ୍କର ଅତି ନିକଟ ସମ୍ପର୍କୀୟା।

Gade chapit la Kopi




ଲେବୀୟ ପୁସ୍ତକ 18:13
3 Referans Kwoze  

ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରରେ ଜନ୍ମ ହୋଇଛି।


ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ।


ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ।


Swiv nou:

Piblisite


Piblisite