Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 18:22 - ଓଡିଆ ବାଇବେଲ

22 ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।

Gade chapit la Kopi

ପବିତ୍ର ବାଇବଲ

22 “ତୁମ୍ଭେ କୌଣସି ପୁରୁଷ ସହିତ, ସ୍ତ୍ରୀଲୋକ ସହିତ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ତାହା ଘୃଣ୍ୟ ପାପ।

Gade chapit la Kopi




ଲେବୀୟ ପୁସ୍ତକ 18:22
9 Referans Kwoze  

ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।


ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;


ଅବା, ଅଧାର୍ମିକମାନେ ଯେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ


ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି ।


ପୁଣି, ଦେଶରେ ମଧ୍ୟ ସଦୋମୀ ଲୋକେ ଥିଲେ; ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଥିଲେ, ସେମାନଙ୍କର ସମସ୍ତ ଘୃଣାଯୋଗ୍ୟ କର୍ମାନୁସାରେ ସେମାନେ କର୍ମ କଲେ।


ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ଦୁଷ୍ଟ ଲୋକମାନେ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।


ତୁମ୍ଭେ କୌଣସି ମାନତ ନିମନ୍ତେ କୌଣସି ବେଶ୍ୟାର ବେତନ କିଅବା କୁକ୍କୁରର ମୂଲ୍ୟ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଗୃହକୁ ଆଣିବ ନାହିଁ; କାରଣ ସେ ଉଭୟ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଘୃଣ୍ୟ ବିଷୟ ଅଟନ୍ତି।


ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି ? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।”


Swiv nou:

Piblisite


Piblisite