Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 19:22 - ଓଡିଆ ବାଇବେଲ

22 ଆଉ, ଯାଜକ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଦୋଷାର୍ଥକ ମେଷ ଦ୍ୱାରା, ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ କ୍ଷମା ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ, ଯାଜକ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଦୋଷାର୍ଥକ ମେଷ ଦ୍ଵାରା, ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ କ୍ଷମା ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ, ଯାଜକ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଦୋଷାର୍ଥକ ମେଷ ଦ୍ୱାରା, ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ କ୍ଷମା ହେବ।

Gade chapit la Kopi

ପବିତ୍ର ବାଇବଲ

22 ଆଉ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଦୋଷାର୍ଥକ ମେଷ ଦ୍ୱାରା ସେ ଯେଉଁ ପାପଗୁଡ଼ିକ କରିଅଛି, ସେହି ପାପଗୁଡ଼ିକ ସକାଶେ ସେ ପ୍ରାୟଶ୍ଚିତ କରିବ ଓ ସେହି ପାପଗୁଡ଼ିକ କ୍ଷମା ହେବ।

Gade chapit la Kopi




ଲେବୀୟ ପୁସ୍ତକ 19:22
7 Referans Kwoze  

ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ସେରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ।


ଆଉ, ଯଦି ସେ ମେଷବତ୍ସା ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଦୋଷାର୍ଥକ ବଳି ରୂପେ ଦୁଇ କପୋତ ବା ଦୁଇ ପାରାଛୁଆ ଆଣି ତହିଁରୁ ଗୋଟିଏକୁ ପାପ ନିମନ୍ତେ ଓ ଅନ୍ୟଟିକୁ ହୋମ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ପୁଣି, ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆପଣାର ଦୋଷାର୍ଥକ ବଳି, ଅର୍ଥାତ୍‍, ଦୋଷାର୍ଥକ ମେଷ ଆଣିବ।


ଆଉ, ତୁମ୍ଭେମାନେ ଦେଶରେ ପ୍ରବେଶ କରି ଭୋଜନାର୍ଥେ ନାନା ପ୍ରକାର ବୃକ୍ଷ ରୋପଣ କଲେ, ତହିଁର ଫଳକୁ ଅସୁନ୍ନତ ବୋଲି ଜ୍ଞାନ କରିବ, ତାହା ସବୁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପ୍ରତି ଅସୁନ୍ନତ ସ୍ୱରୂପ ହେବ; ତାହା ଭୋଜନ କରାଯିବ ନାହିଁ।


ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।”


Swiv nou:

Piblisite


Piblisite