ଲେବୀୟ ପୁସ୍ତକ 19:26 - ଓଡିଆ ବାଇବେଲ26 ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)26 ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ। Gade chapit laପବିତ୍ର ବାଇବଲ26 “ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ। “ଆଉ ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।