ଲେବୀୟ ପୁସ୍ତକ 19:5 - ଓଡିଆ ବାଇବେଲ5 ପୁଣି, ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ଗ୍ରାହ୍ୟ ହେବା ନିମନ୍ତେ ତାହା ବଳିଦାନ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)5 ପୁଣି, ଯେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ଗ୍ରାହ୍ୟ ହେବା ନିମନ୍ତେ ତାହା ବଳିଦାନ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି, ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ଗ୍ରାହ୍ୟ ହେବା ନିମନ୍ତେ ତାହା ବଳିଦାନ କରିବ। Gade chapit laପବିତ୍ର ବାଇବଲ5 “ତୁମ୍ଭେମାନେ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ କର, ତେବେ ତାହା ଗୃହୀତ ହେବା ପାଇଁ ବିଧି ଅନୁସାରେ ଉତ୍ସର୍ଗ କରିବ। Gade chapit la |
ପୁଣି, ଅଧିପତି ଯେତେବେଳେ ସ୍ଵେଚ୍ଛାଦତ୍ତ ଉପହାର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଅବା ମଙ୍ଗଳାର୍ଥକ ବଳି ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିବେ, ସେତେବେଳେ ତାଙ୍କ ପାଇଁ ପୂର୍ବାଭିମୁଖ ଦ୍ୱାର ଫିଟାଯିବ, ଆଉ ସେ ବିଶ୍ରାମ ଦିନରେ ଯେପରି କରନ୍ତି, ସେହିପରି ଆପଣା ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ। ତହୁଁ ସେ ବାହାରି ଯିବେ ଓ ବାହାରି ଗଲା ଉତ୍ତାରେ ଦ୍ୱାର ବନ୍ଦ କରାଯିବ।