ଲେବୀୟ ପୁସ୍ତକ 19:8 - ଓଡିଆ ବାଇବେଲ8 ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଆଉ, ତହିଁର ଭୋକ୍ତା ନିଜ ଅପରାଧ ବହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କଲା। ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ। Gade chapit laପବିତ୍ର ବାଇବଲ8 ଆଉ ତହିଁର ଭୋକ୍ତା ନିଜ ଅପରାଧ ବହନ କରିବ। କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କଲା। ତେଣୁ ନିଜ ଲୋକମାନଙ୍କଠାରୁ ପୃଥକ ରହିବ। Gade chapit la |