Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 2:13 - ଓଡିଆ ବାଇବେଲ

13 ଆଉ ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟକୁ ତୁମ୍ଭ ପରମେଶ୍ୱରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ ତୁମ୍ଭେ ଆପଣା ଭକ୍ଷ୍ୟ-ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ-ନୈବେଦ୍ୟକୁ ତୁମ୍ଭ ପରମେଶ୍ଵରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟର ପ୍ରତ୍ୟେକ ଦ୍ରବ୍ୟ ଲବଣାକ୍ତ କରିବ; କଦାପି ତୁମ୍ଭେ ଆପଣା ଭକ୍ଷ୍ୟ ନୈବେଦ୍ୟକୁ ତୁମ୍ଭ ପରମେଶ୍ୱରଙ୍କ ନିୟମସୂଚକ ଲବଣରହିତ ହେବାକୁ ଦେବ ନାହିଁ; ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ

13 ତୁମ୍ଭେ ସମସ୍ତ ଶସ୍ୟ ନୈବେଦ୍ୟରେ ଲବଣ ମିଶାଇବ, ଯାହା ତୁମ୍ଭେ ଉତ୍ସର୍ଗ କର। ପୁଣି ପରମେଶ୍ୱରଙ୍କ ଚୁକ୍ତି ରୂପକ ଲବଣକୁ ଶସ୍ୟ ନୈବେଦ୍ୟରେ ଦେବ। ଆଉ ତୁମ୍ଭର ସମସ୍ତ ନୈବେଦ୍ୟ ସହିତ ଲବଣ ଏକ ଅଂଶ ହେବ।

Gade chapit la Kopi




ଲେବୀୟ ପୁସ୍ତକ 2:13
8 Referans Kwoze  

ପୁଣି, ତୁମ୍ଭେ ସେହି ସବୁକୁ ସଦାପ୍ରଭୁଙ୍କ ସମ୍ମୁଖକୁ ଆଣିବ ଓ ଯାଜକମାନେ ସେହି ସବୁର ଉପରେ ଲବଣ ସିଞ୍ଚନ କରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସବୁକୁ ହୋମବଳି ରୂପେ ଉତ୍ସର୍ଗ କରିବେ।


ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ ।


ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର ।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯେ ଲବଣର ନିୟମ ଦ୍ୱାର ଇସ୍ରାଏଲର ରାଜତ୍ୱ ଚିରକାଳ ନିମନ୍ତେ ଦାଉଦଙ୍କୁ, ଅର୍ଥାତ୍‍, ତାଙ୍କୁ ଓ ତାଙ୍କ ସନ୍ତାନଗଣକୁ ଦେଇଅଛନ୍ତି, ଏହା କ’ଣ ତୁମ୍ଭମାନଙ୍କର ଜାଣିବା ଉଚିତ ନୁହେଁ ?


ଇସ୍ରାଏଲ ସନ୍ତାନଗଣ ଯେଉଁ ସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ।”


ତାହାସବୁ ଏକ ଶହ ତାଳନ୍ତ ପର୍ଯ୍ୟନ୍ତ ରୂପା ଓ ଏକ ଶହ ମହଣ ପର୍ଯ୍ୟନ୍ତ ଗହମ ଓ ଏକ ଶହ ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ ଏକ ଶହ ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ।


ପୁଣି, ତଦ୍ଦ୍ୱାରା ଗନ୍ଧବଣିକର କ୍ରିୟାରେ ପ୍ରସ୍ତୁତ ଓ ଲବଣାକ୍ତ ଏକ ନିର୍ମଳ ପବିତ୍ର ସୁଗନ୍ଧି ଧୂପ ପ୍ରସ୍ତୁତ କର।


Swiv nou:

Piblisite


Piblisite