Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 20:10 - ଓଡିଆ ବାଇବେଲ

10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତା; ହତ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତାନ୍ତ ହତ ହେବେ।

Gade chapit la Kopi

ପବିତ୍ର ବାଇବଲ

10 “ଯଦି କୌଣସି ପୁରୁଷ ତା'ର ପ୍ରତିବାସୀର ଭାର୍ଯ୍ୟା ସହିତ ଯୌନ ସମ୍ପର୍କ ରଖେ, ତେବେ ସେ ପୁରୁଷ ଓ ସ୍ତ୍ରୀ ଉଭୟେ ବ୍ୟଭିଗ୍ଭର ପାଇଁ ଅପରାଧୀ ଓ ଉଭୟେ ମୃତ୍ୟୁବରଣ କରିବା ଉଚିତ୍।

Gade chapit la Kopi




ଲେବୀୟ ପୁସ୍ତକ 20:10
12 Referans Kwoze  

କିଅବା ତୁମ୍ଭେ ବ୍ୟଭିଚାର କରିବ ନାହିଁ।


ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟା ନିକଟକୁ ଗମନ କରିବ ନାହିଁ।


ତୁମ୍ଭେ ବ୍ୟଭିଚାର କରିବ ନାହିଁ।


ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।


ଅର୍ଥାତ୍‍, ଯଦି କୌଣସି ପୁରୁଷ ତାହା ସହିତ ସହବାସ କରେ ଓ ତାହା ତାହାର ସ୍ୱାମୀର ଦୃଷ୍ଟିରୁ ଅଗୋଚର ହୋଇ ଗୁପ୍ତ ହୁଏ ଓ ସେ ଅଶୁଚି ହୁଏ, ପୁଣି, ତାହା ବିରୁଦ୍ଧରେ କେହି ସାକ୍ଷୀ ନ ଥାଏ, କିଅବା ସେ କର୍ମ ସମୟରେ ଧରା ପଡ଼ି ନ ଥାଏ;


ଏଥିଉତ୍ତାରେ ସେହି ସ୍ତ୍ରୀ ଗର୍ଭବତୀ ହୁଅନ୍ତେ, ଦାଉଦଙ୍କ ନିକଟକୁ ଲୋକ ପଠାଇ ଜଣାଇ କହିଲା, “ମୁଁ ଗର୍ଭବତୀ ହୋଇଅଛି।”


କାରଣ ତାହା ଗୁରୁତର ଦୋଷ; ଆଉ, ତାହା ବିଚାରକର୍ତ୍ତୃଗଣ ଦ୍ୱାରା ଦଣ୍ଡନୀୟ ଅପରାଧ;


ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ କରିବା ନିମନ୍ତେ ଚେଷ୍ଟା କଲେ।ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।


ଯଦି ମୋହର ହୃଦୟ କୌଣସି ସ୍ତ୍ରୀ ପ୍ରତି ଲୁବ୍ଧ ହୋଇଥାଏ ଓ ମୁଁ ଆପଣା ପ୍ରତିବାସୀର ଦ୍ୱାର ନିକଟରେ ଲୁଚି ବସିଥାଏ;


Swiv nou:

Piblisite


Piblisite