ଲେବୀୟ ପୁସ୍ତକ 20:13 - ଓଡିଆ ବାଇବେଲ13 ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ। Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି, ପୁରୁଷ ଯେବେ ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଶୟନ କରେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତା; ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ। Gade chapit laପବିତ୍ର ବାଇବଲ13 “ଯଦି କୌଣସି ପୁରୁଷ ଅନ୍ୟ ଏକ ପୁରୁଷ ସହିତ ସ୍ତ୍ରୀଲୋକ ପରି ଯୌନ ସମ୍ପର୍କ ରଖେ, ତେବେ ସେମାନେ ଉଭୟେ ଅତି ଭୟଙ୍କର ପାପ କରିଛନ୍ତି। ସେମାନେ ମୃତ୍ୟୁଦଣ୍ଡ ପାଇବା ଉଚିତ୍। ସେମାନେ ସେମାନଙ୍କର ଅପରାଧ ବହନ କରିବେ। Gade chapit la |