Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 20:15 - ଓଡିଆ ବାଇବେଲ

15 ପୁଣି, ଯଦି କେହି ପଶୁ ସହିତ ସହବାସ କରେ, ତେବେ ସେ ନିତାନ୍ତ ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ଯେବେ କେହି ପଶୁ ସହିତ ସଙ୍ଗମ କରେ, ତେବେ ସେ ନିତା; ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ଯଦି କେହି ପଶୁ ସହିତ ସହବାସ କରେ, ତେବେ ସେ ନିତାନ୍ତ ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ।

Gade chapit la Kopi

ପବିତ୍ର ବାଇବଲ

15 “ଯଦି କେହି କୌଣସି ପଶୁକୁ ସଙ୍ଗମ କରେ, ତେବେ ସେ ନିଶ୍ଚୟ ହତ ହେବ ଓ ତୁମ୍ଭେମାନେ ମଧ୍ୟ ସେହି ପଶୁକୁ ବଧ କରିବ।

Gade chapit la Kopi




ଲେବୀୟ ପୁସ୍ତକ 20:15
4 Referans Kwoze  

ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ଡତା।


“ଯେକେହି କୌଣସି ପ୍ରକାର ପଶୁ ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍‍।’


ଯେକେହି ପଶୁ ସହିତ ଯୌନ ସମ୍ପର୍କ ରଖେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।


ପୁଣି, କୌଣସି ସ୍ତ୍ରୀ ଯଦି କୌଣସି ପଶୁ ସହିତ ସହବାସ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକୁ ଓ ପଶୁକୁ ବଧ କରିବ; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।


Swiv nou:

Piblisite


Piblisite