Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 20:19 - ଓଡିଆ ବାଇବେଲ

19 ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ଵର ଆବରଣୀୟ ଅନାବୃତ କରାଯାଏ; ସେମାନେ ଆପଣା ଆପଣା ଅପରାଧ ବହିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ।

Gade chapit la Kopi

ପବିତ୍ର ବାଇବଲ

19 “ତୁମ୍ଭେ ତୁମ୍ଭର ମାଉସୀ କିମ୍ବା ପିଉସୀ ସହିତ ଯୌନ ସମ୍ପର୍କ ରଖିବ ନାହିଁ। ତାହା ନିଜର ନିକଟବର୍ତ୍ତୀ ସମ୍ପର୍କୀୟ ସହିତ ଅପରାଧ ହେବ ଓ ସେଥିପାଇଁ ସେମାନେ ନିଜ ନିଜ ଅପରାଧ ବହନ କରିବେ।

Gade chapit la Kopi




ଲେବୀୟ ପୁସ୍ତକ 20:19
3 Referans Kwoze  

ତୁମ୍ଭମାନଙ୍କର କେହି ଆପଣା ନିକଟ କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।


ପୁଣି, ଅମ୍ରାମ୍‍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରାମ୍‍ର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।


Swiv nou:

Piblisite


Piblisite