Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 21:18 - ଓଡିଆ ବାଇବେଲ

18 ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, ଛୋଟା, ଯାହାର ନାକ ବିକୃତ, ଅଧିକ ଅଙ୍ଗ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, କି ଛୋଟା, କି ଯାହାର ନାକ ବିକୃତ, କି ଅଧିକାଙ୍ଗ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ; ବିଶେଷରେ ଅନ୍ଧ ଲୋକ, ଛୋଟା, ଯାହାର ନାକ ବିକୃତ, ଅଧିକ ଅଙ୍ଗ,

Gade chapit la Kopi

ପବିତ୍ର ବାଇବଲ

18 ଯେକୌଣସି ଲୋକର ଖୁଣ ଅଛି, ସେ ନିକଟବର୍ତ୍ତୀ ହେବ ନାହିଁ। ବିଶେଷ କରି ଅନ୍ଧଲୋକ, କି ଛୋଟା, କି ବିକୃତ ନାସିକା, କି ଅଧିକାଙ୍ଗ।

Gade chapit la Kopi




ଲେବୀୟ ପୁସ୍ତକ 21:18
9 Referans Kwoze  

କାରଣ ଅନେକେ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତ ପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି;


କାରଣ ଅଧ୍ୟକ୍ଷ, ଈଶ୍ୱରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟ ପ୍ରିୟ,


ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ ।


ରେ ଅନ୍ଧମାନେ, ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ବେଦି, ଏହି ଦୁଇ ମଧ୍ୟରେ କେଉଁଟି ଶ୍ରେଷ୍ଠ ?


ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକ୍କୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ଭଲ ପା’ନ୍ତି।


ଭଗ୍ନପାଦ, ଭଗ୍ନହସ୍ତ,


Swiv nou:

Piblisite


Piblisite