Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 21:2 - ଓଡିଆ ବାଇବେଲ

2 କେବଳ ଆପଣାର ନିକଟ ଜ୍ଞାତି, ଅର୍ଥାତ୍‍, ଆପଣା ମାତା, ଆପଣା ପିତା, ଆପଣା ପୁତ୍ର, ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କେବଳ ଆପଣାର ନିକଟଜ୍ଞାତି, ଅର୍ଥାତ୍, ଆପଣା ମାତା, ଆପଣା ପିତା ଓ ଆପଣା ପୁତ୍ର ଓ ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କେବଳ ଆପଣାର ନିକଟ ଜ୍ଞାତି, ଅର୍ଥାତ୍‍, ଆପଣା ମାତା, ଆପଣା ପିତା, ଆପଣା ପୁତ୍ର, ଆପଣା କନ୍ୟା ଓ ଆପଣା ଭ୍ରାତା ନିମନ୍ତେ ଅଶୁଚି ହେବ।

Gade chapit la Kopi

ପବିତ୍ର ବାଇବଲ

2 କେବଳ ନିଜର ନିକଟ ଜ୍ଞାତି ଅର୍ଥାତ୍ ନିଜର ପିତା, ମାତା, ପୁତ୍ର, କନ୍ୟା ଓ ଭ୍ରାତା ନିମନ୍ତେ ସେ ଅଶୁଚି ହେବ।

Gade chapit la Kopi




ଲେବୀୟ ପୁସ୍ତକ 21:2
4 Referans Kwoze  

ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥି ନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ ।


ତୁମ୍ଭମାନଙ୍କର କେହି ଆପଣା ନିକଟ କୁଟୁମ୍ବ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ।


ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ।


କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ।


Swiv nou:

Piblisite


Piblisite