Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 22:12 - ଓଡିଆ ବାଇବେଲ

12 ଆଉ ଯାଜକର କନ୍ୟା ଯଦି କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ ଯାଜକର କନ୍ୟା ଯେବେ କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ ଯାଜକର କନ୍ୟା ଯଦି କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

12 ଯାଜକର କନ୍ୟା ଯଦି ଯାଜକ ଭିନ୍ନ ଅନ୍ୟ ଲୋକକୁ ବିବାହ କରେ ତେବେ ସେ ପବିତ୍ର ନୈବେଦ୍ୟ ମଧ୍ୟରୁ ଭୋଜନ କରିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 22:12
4 Referans Kwoze  

ସଦାପ୍ରଭୁଙ୍କର ଆତ୍ମାକୁ କିଏ ଆଦେଶ ଦେଇଅଛି, ଅବା ମନ୍ତ୍ରୀ ହୋଇ କିଏ ତାହାଙ୍କୁ ଶିକ୍ଷା ଦେଇଅଛି ?


ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ।


ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ।


ମାତ୍ର ଯାଜକର କନ୍ୟା ଯଦି ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନ ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥା ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ।


Swiv nou:

Piblisite


Piblisite