Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 22:14 - ଓଡିଆ ବାଇବେଲ

14 ଆଉ, ଯଦି କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ, ଯେବେ କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ, ଯଦି କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ।

Gade chapit la Kopi

ପବିତ୍ର ବାଇବଲ

14 “ଯଦି କେହି ଅଜ୍ଞାତସାରରେ ପବିତ୍ର ଖାଦ୍ୟ ଭୋଜନ କରିଥାଏ, ତେବେ ସେ ଦ୍ରବ୍ୟର ମୂଲ୍ୟର ଏକ ପଞ୍ଚମାଂଶ ଅଧିକ ମୂଲ୍ୟ ଯାଜକକୁ ପବିତ୍ର ନୈବେଦ୍ୟ ରୂପେ ପରିଶୋଧ କରିବ।

Gade chapit la Kopi




ଲେବୀୟ ପୁସ୍ତକ 22:14
4 Referans Kwoze  

ଆଉ, ଯଦି ଗୃହ ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।


ମାତ୍ର, ଯଦି ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।


“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ଭୁଲବଶତଃ ପାପ କରେ;


Swiv nou:

Piblisite


Piblisite