Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 22:15 - ଓଡିଆ ବାଇବେଲ

15 ଏହିରୂପେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହା ସବୁ ଅପବିତ୍ର କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏହିରୁପେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହା ସବୁ ଅପବିତ୍ର କରିବେ ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହାସବୁ ଅପବିତ୍ର କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

15 “ଇସ୍ରାଏଲର ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁସବୁ ପବିତ୍ର ଉପହାର ଉତ୍ସର୍ଗ କରନ୍ତି, ଯାଜକଗଣ ତାହା ସବୁ ଅପବିତ୍ର କରିବେ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 22:15
6 Referans Kwoze  

ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ୱାରା ଘଟିତ କୌଣସି ପାପ ବୋହିବ ନାହିଁ; ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ।”


ଆଉ, ତହିଁର ଭୋଜନକାରୀ ନିଜ ଅପରାଧ ବୋହିବ; କାରଣ ସେ ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ଅପବିତ୍ର କରିଅଛି; ଏଣୁକରି ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।


ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।


ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।


ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ।”


ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।


Swiv nou:

Piblisite


Piblisite