Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 22:22 - ଓଡିଆ ବାଇବେଲ

22 ଅନ୍ଧ, ଭଗ୍ନ, ଛୋଟା, ଆବୁଆ, ଜାଦୁଆ କି ଖାରସ୍ତିଆ, ଏମାନଙ୍କୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ, କିଅବା ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ବେଦି ଉପରେ ଉତ୍ସର୍ଗ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଅନ୍ଧ କି ଭଗ୍ନ କି ଛୋଟା କି ଆବୁଆ କି ଜାଦୁଆ କି ଖାରସ୍ତିଆ, ଏମାନଙ୍କୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ, କିଅବା ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ବେଦି ଉପରେ ଉତ୍ସର୍ଗ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଅନ୍ଧ, ଭଗ୍ନ, ଛୋଟା, ଆବୁଆ, ଜାଦୁଆ କି ଖାରସ୍ତିଆ, ଏମାନଙ୍କୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ, କିଅବା ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ବେଦି ଉପରେ ଉତ୍ସର୍ଗ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

22 ଅନ୍ଧ, ଖଞ୍ଜ, ଛୋଟା, ଆବୁଆ, ଜାଦୁଆ, କି ରୁ‌‌‌‌ଗ୍‌‌‌‌ଣ ଏପରି ପଶୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବ ନାହିଁ କିମ୍ବା ସେମାନଙ୍କୁ ସଦାପ୍ରଭୁଙ୍କୁ ନୈବେଦ୍ୟ ରୂପେ ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 22:22
9 Referans Kwoze  

ମାତ୍ର ଯାହାର ଖୁଣ ଥାଏ, ତାକୁ ତୁମ୍ଭେମାନେ ଉତ୍ସର୍ଗ କରିବ ନାହିଁ; କାରଣ ତାହା ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବ ନାହିଁ।


“ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ତାହା କ’ଣ ମନ୍ଦ ନୁହେଁ ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କ’ଣ ମନ୍ଦ ନୁହେଁ ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ ? ଅବା ସେ କି ତୁମ୍ଭଙ୍କୁ ଗ୍ରହଣ କରିବେ ?” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।


ଏଥିଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍‍, ଅନ୍ତ ଆଚ୍ଛାଦକ ମେଦ, ଅନ୍ତ ଉପରିସ୍ଥ ମେଦ,


ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।


ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍‍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।


ଆଉ, କୌଣସି ଲୋକ ଯଦି ମାନତ ସିଦ୍ଧି ନିମନ୍ତେ ଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ ଗୋଠରୁ (ଗାଈଗୋରୁ ପଲ) ଅବା ପଲରୁ (ମେଷ, ଛାଗ ପଲ) ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ତେବେ ତାହା ଗ୍ରାହ୍ୟ ହେବା ନିମନ୍ତେ ନିଖୁନ୍ତ ହେବ; ତାହାଠାରେ କୌଣସି ଖୁଣ ନ ଥିବ।


ତୁମ୍ଭେ ଅଧିକ ଅଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରି ପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ।


Swiv nou:

Piblisite


Piblisite