ଲେବୀୟ ପୁସ୍ତକ 22:23 - ଓଡିଆ ବାଇବେଲ23 ତୁମ୍ଭେ ଅଧିକ ଅଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରି ପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)23 ତୁମ୍ଭେ ଅଧିକାଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରି ପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତୁମ୍ଭେ ଅଧିକ ଅଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରିପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ। Gade chapit laପବିତ୍ର ବାଇବଲ23 “ତୁମ୍ଭେ ଗୋଟିଏ ପଶୁର, ଯାହାର ଗୋଟିଏ ଗୋଡ଼ ଅତି ଲମ୍ବା କିମ୍ବା ଗୋଟିଏ ଅସମାନ ପାଦ ଉତ୍ସର୍ଗ କରିପାର, ମାତ୍ର ମାନସିକ ଶାନ୍ତି ନିମନ୍ତେ ସେପରି ଗାଈ କିମ୍ବା ମେଣ୍ଢା ଗ୍ରାହ୍ୟ ହେବ ନାହିଁ। Gade chapit la |