ଲେବୀୟ ପୁସ୍ତକ 22:3 - ଓଡିଆ ବାଇବେଲ3 ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ-ସନ୍ତାନଗଣ ଦ୍ଵାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେ ସେମାନଙ୍କୁ କୁହ, ପୁରୁଷାନୁକ୍ରମେ ତୁମ୍ଭମାନଙ୍କ ବଂଶ ମଧ୍ୟରେ ଯେକେହି ଅଶୁଚି ହୋଇ ଇସ୍ରାଏଲ-ସନ୍ତାନଗଣ ଦ୍ୱାରା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ଦ୍ରବ୍ୟ ନିକଟକୁ ଯିବ, ସେ ପ୍ରାଣୀ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ ହେବ; ଆମ୍ଭେ ସଦାପ୍ରଭୁ ଅଟୁ। Gade chapit laପବିତ୍ର ବାଇବଲ3 ତୁମ୍ଭର ସମସ୍ତ ବଂଶଧରମାନଙ୍କ ମଧ୍ୟରୁ କେହି ଯଦି ସେ ଦ୍ରବ୍ୟକୁ ଛୁଁଏ ସେ ଲୋକ ଅପବିତ୍ର ହେବ ଓ ସେ ମୋ'ଠାରୁ ପୃଥକ ରହିବ। କାରଣ ଇସ୍ରାଏଲର ସନ୍ତାନଗଣ ଆମ୍ଭ ଉଦ୍ଦେଶ୍ୟରେ ସେ ସବୁ ଉତ୍ସର୍ଗ କରିଛନ୍ତି। ଆମ୍ଭେ ସଦାପ୍ରଭୁ ଅଟୁ। Gade chapit la |