ଲେବୀୟ ପୁସ୍ତକ 23:22 - ଓଡିଆ ବାଇବେଲ22 ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” Gade chapit laପବିତ୍ର ବାଇବଲ (Re-edited) - (BSI)22 ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ପତିତ ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆଉ, ତୁମ୍ଭମାନଙ୍କ ଭୂମିର ଶସ୍ୟ ତୁମ୍ଭେମାନେ କାଟିବା ବେଳେ, ତୁମ୍ଭେ ଆପଣା କ୍ଷେତ୍ରର କୋଣ ନିଃଶେଷ ରୂପେ କାଟିବ ନାହିଁ, କିଅବା ତୁମ୍ଭେ ଆପଣା କ୍ଷେତ୍ରରେ ଛାଡ଼ିଥିବା ଶସ୍ୟ ସଂଗ୍ରହ କରିବ ନାହିଁ; ତୁମ୍ଭେ ତାହା ଦୁଃଖୀ ଓ ବିଦେଶୀ ପାଇଁ ଛାଡ଼ିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” Gade chapit laପବିତ୍ର ବାଇବଲ22 “ଆଉ ତୁମ୍ଭେମାନେ ଶସ୍ୟ କାଟିଲାବେଳେ, କ୍ଷେତ୍ରରୁ ସମସ୍ତ ଶସ୍ୟ ନିଃଶେଷ କରି କାଟିବ ନାହିଁ। ଆଉ ତଳେ ପଡ଼ିଥିବା ଶସ୍ୟକୁ ସାଉଁଟିବ ନାହିଁ। ତୁମ୍ଭେମାନେ ସେସବୁ ଦୁଃଖୀ ଓ ବିଦେଶୀମାନଙ୍କ ପାଇଁ ଛାଡ଼ିବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।” Gade chapit la |