Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:42 - ଓଡିଆ ବାଇବେଲ

42 ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ବାସ କରିବ; ଇସ୍ରାଏଲ ବଂଶଜାତ ସମସ୍ତେ ପତ୍ରକୁଟୀରରେ ବାସ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ବାସ କରିବ; ଇସ୍ରାଏଲ-ବଂଶଜାତ ସମସ୍ତେ ପତ୍ରକୁଟୀରରେ ବାସ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ବାସ କରିବ; ଇସ୍ରାଏଲ ବଂଶଜାତ ସମସ୍ତେ ପତ୍ରକୁଟୀରରେ ବାସ କରିବେ।

Gade chapit la Kopi

ପବିତ୍ର ବାଇବଲ

42 ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ରହିବ। ଇସ୍ରାଏଲ ବଂଶଧର ସମସ୍ତେ ପତ୍ରକୁଟୀରରେ ବାସ କରିବେ।

Gade chapit la Kopi




ଲେବୀୟ ପୁସ୍ତକ 23:42
11 Referans Kwoze  

ମାତ୍ର ଆମ୍ଭେମାନେ ତମ୍ବୁରେ ବାସ କରି, ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପିତୃପୁରୁଷ ଯିହୋନାଦବ୍‍ର ସମସ୍ତ ଆଜ୍ଞା ପ୍ରମାଣେ କର୍ମ କରି ଆସୁଅଛୁ।’


ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର !


ତହିଁରେ ବିଲୀୟମ୍‍ ଅନାଇ ଇସ୍ରାଏଲକୁ ଆପଣା ବଂଶାନୁସାରେ ବାସ କରିବାର ଦେଖିଲା; ପୁଣି, ପରମେଶ୍ୱରଙ୍କ ଆତ୍ମା ତାହା ଉପରେ ଅଧିଷ୍ଠାନ କଲେ।


ମାତ୍ର ଯାକୁବ ସୁକ୍‍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍‍କୋତ ନାମରେ ବିଖ୍ୟାତ ହୋଇଅଛି।


କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ୱରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ ।


“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଏହି ସପ୍ତମ ମାସର ପଞ୍ଚଦଶ ଦିନଠାରୁ ସାତ ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପତ୍ରକୁଟୀର ପର୍ବ ହେବ।


ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ।


ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା।


ଆହୁରି, ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ।


Swiv nou:

Piblisite


Piblisite