Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 24:18 - ଓଡିଆ ବାଇବେଲ

18 ପୁଣି, ଯେକେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପୁଣି, ଯେ କେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ଯେକେହି କୌଣସି ପଶୁକୁ ପ୍ରାଣାନ୍ତକ ଆଘାତ କରେ, ସେ ତହିଁର ପରିଶୋଧ ଦେବ; ପ୍ରାଣ ପରିଶୋଧରେ ପ୍ରାଣ।

Gade chapit la Kopi

ପବିତ୍ର ବାଇବଲ

18 ଯେକେହି କୌଣସି ପଶୁକୁ ହତ୍ୟା କରେ ସେ ମାରିଥିବା ପଶୁର ପ୍ରାଣ ଫେରାଇ ଆଣି ତା'ର କ୍ଷତିପୂରଣ ଦେବ।

Gade chapit la Kopi




ଲେବୀୟ ପୁସ୍ତକ 24:18
5 Referans Kwoze  

ଯେଉଁ ଜନ ପଶୁ ବଧ କରେ, ସେ ତହିଁର ପରିଶୋଧ ଦେବ; ପୁଣି ଯେଉଁ ଜନ ନରହତ୍ୟା କରେ, ସେ ହତ ହେବ।


ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ୱାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି,


ଆଉ, କୌଣସି ମନୁଷ୍ୟ ଯଦି ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେହିପରି ତାହା ପ୍ରତି କରାଯିବ।


ଆଉ କେହି ଯଦି କୌଣସି କୂପ ଅନାବୃତ କରେ, କିଅବା କୂପ ଖୋଳି ତାହା ଆବୃତ ନ କରେ, ତେବେ ତହିଁ ଭିତରେ କୌଣସି ଗୋରୁ କି ଗଧ ପଡ଼ିଲେ,


Swiv nou:

Piblisite


Piblisite