Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 26:10 - ଓଡିଆ ବାଇବେଲ

10 ପୁଣି ତୁମ୍ଭେମାନେ ବହୁସମୟର ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ତୁମ୍ଭେମାନେ ବହୁକାଳ-ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି ତୁମ୍ଭେମାନେ ବହୁସମୟର ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ।

Gade chapit la Kopi

ପବିତ୍ର ବାଇବଲ

10 ତୁମ୍ଭେମାନେ ବହୁକାଳ ପର୍ଯ୍ୟନ୍ତ ପୁରାତନ ଶସ୍ୟକୁ ଭୋଜନ କରିବ। ପୁଣି ନୂତନ ଶସ୍ୟଅମଳ ବେଳକୁ ରଖିବା ପାଇଁ ପୁରାତନ ଶସ୍ୟକୁ ବାହାର କରିବ।

Gade chapit la Kopi




ଲେବୀୟ ପୁସ୍ତକ 26:10
5 Referans Kwoze  

ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବା ପର୍ଯ୍ୟନ୍ତ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ।


ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କ'ଣ କରିବି ? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ ।


ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।


ଆଉ ନିସ୍ତାର ପର୍ବର ପରଦିନ ସେମାନେ ଦେଶର ପୁରାତନ ଶସ୍ୟ ଭୋଜନ କଲେ, ସେହି ଦିନ ତାଡ଼ିଶୂନ୍ୟ ରୁଟି ଓ ଭଜା ଶସ୍ୟ ଖାଇଲେ।


ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ।


Swiv nou:

Piblisite


Piblisite