ଲେବୀୟ ପୁସ୍ତକ 26:44 - ଓଡିଆ ବାଇବେଲ44 ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ। Gade chapit laପବିତ୍ର ବାଇବଲ (Re-edited) - (BSI)44 ତଥାପି ଏହିସବୁ କାରଣରୁ, ସେମାନେ ଆପଣା-ମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ଅଟୁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ତଥାପି ଏହିସବୁ କାରଣରୁ, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ। Gade chapit laପବିତ୍ର ବାଇବଲ44 ସେମାନେ ପ୍ରକୃତରେ ପାପୀ, ମାତ୍ର ଯଦି ସେମାନେ ସାହାଯ୍ୟ ନିମନ୍ତେ ଆମ୍ଭ ନିକଟକୁ ଆସନ୍ତି, ଆମ୍ଭେ ସେମାନଙ୍କ ପ୍ରତି ବିମୁଖ ହେବା ନାହିଁ, ସେମାନେ ଶତ୍ରୁଗଣଙ୍କ ଦେଶରେ ଥିଲେ ମଧ୍ୟ ଆମ୍ଭେ ସେମାନଙ୍କ କଥା ଶୁଣିବା, ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ବିନାଶ କରିବା ନାହିଁ କି ସେମାନଙ୍କ ସହିତ ଆପଣା ନିୟମ ଭଙ୍ଗ ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ। କିମ୍ବା ସେମାନଙ୍କୁ ଘୃଣା କରିବା ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ। Gade chapit la |
କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।’
ଆଉ ସେମାନେ ପାଳିବାକୁ ଅସମ୍ମତ ହେଲେ, କିଅବା ତୁମ୍ଭେ ସେମାନଙ୍କ ମଧ୍ୟରେ ଯେଉଁ ଆଶ୍ଚର୍ଯ୍ୟ କର୍ମ କରିଥିଲ, ତାହା ସ୍ମରଣରେ ରଖିଲେ ନାହିଁ; ମାତ୍ର ଆପଣା ଆପଣା ମନ କଠିନ କଲେ ଓ ଦାସତ୍ୱାବସ୍ଥାକୁ ଫେରିଯିବା ନିମନ୍ତେ ବିଦ୍ରୋହ ଭାବରେ ଜଣକୁ ପ୍ରଧାନ କରି ନିଯୁକ୍ତ କଲେ; ତଥାପି ତୁମ୍ଭେ କ୍ଷମା କରିବାକୁ ଉଦ୍ୟତ, କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ପରମେଶ୍ୱର ଅଟ, ଏଣୁ ସେମାନଙ୍କୁ ପରିତ୍ୟାଗ କଲ ନାହିଁ।