Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:13 - ଓଡିଆ ବାଇବେଲ

13 ମାତ୍ର, ଯଦି ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମାତ୍ର ଯେବେ ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମାତ୍ର, ଯଦି ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।

Gade chapit la Kopi

ପବିତ୍ର ବାଇବଲ

13 ଯଦି ସେ ଲୋକ କୌଣସି ମତେ ତାକୁ ଫେରାଇ ନେବାକୁ ଇଚ୍ଛା କରେ, ତେବେ ସେ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ହେବ।

Gade chapit la Kopi




ଲେବୀୟ ପୁସ୍ତକ 27:13
9 Referans Kwoze  

ଆଉ ସେହି କ୍ଷେତ୍ର ଶୁଚିକାରୀ ଲୋକ ଯଦି କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।


ଆଉ, ଯଦି ଗୃହ ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।


ଆଉ, ଯଦି କେହି ଅଜ୍ଞାତସାରରେ ପବିତ୍ର ଦ୍ରବ୍ୟ ଭୋଜନ କରେ, ତେବେ ସେ ତହିଁର ପଞ୍ଚମାଂଶ ଅଧିକା କରି ଯାଜକକୁ ପବିତ୍ର ଦ୍ରବ୍ୟ ଦେବ।


ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ; ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯଦି ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ।


ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ବ୍ୟତୀତ ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷ ବଳି ଦ୍ୱାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ପୁଣି ସେହି ପଶୁ ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ତୁମ୍ଭର, ଅର୍ଥାତ୍‍, ଯାଜକର ନିରୂପଣ ଅନୁସାରେ ତହିଁର ମୂଲ୍ୟ ହେବ।


ଆଉ, ଯଦି କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ଆପଣା ଗୃହ ପ୍ରତିଷ୍ଠା କରେ, ତେବେ ତାହା ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ଯାଜକ ତହିଁର ଯେଉଁ ମୂଲ୍ୟ ନିରୂପଣ କରିବ, ତାହା ସ୍ଥିର ହେବ।


ପୁଣି ଯଦି ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ।


Swiv nou:

Piblisite


Piblisite