ଲେବୀୟ ପୁସ୍ତକ 27:17 - ଓଡିଆ ବାଇବେଲ17 ଯଦି ସେ ଯୁବ୍ଲୀ ବର୍ଷଠାରୁ ଆପଣା କ୍ଷେତ୍ର ଶୁଚି କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)17 ଯେବେ ସେ ଯୋବେଲ-ବର୍ଷଠାରୁ ଆପଣା କ୍ଷେତ୍ର ପ୍ରତିଷ୍ଠା କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଯଦି ସେ ଯୋବେଲ ବର୍ଷଠାରୁ ଆପଣା କ୍ଷେତ୍ର ଶୁଚି କରେ, ତେବେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ସ୍ଥିର ହେବ। Gade chapit laପବିତ୍ର ବାଇବଲ17 ଯଦି ଜଣେ ମନୁଷ୍ୟ ମହୋଲ୍ଲାସ-ଉତ୍ସବ ବର୍ଷରେ ଆପଣା କ୍ଷେତ୍ର ଉତ୍ସର୍ଗ କରେ, ତେବେ ଯାଜକର ନିରୂପିତ ମୂଲ୍ୟ ଅନୁସାରେ ତାହାର ମୂଲ୍ୟ ସ୍ଥିର ହେବ। Gade chapit la |