Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:19 - ଓଡିଆ ବାଇବେଲ

19 ଆଉ ସେହି କ୍ଷେତ୍ର ଶୁଚିକାରୀ ଲୋକ ଯଦି କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଉ ସେହି କ୍ଷେତ୍ର-ପ୍ରତିଷ୍ଠାକାରୀ ଲୋକ ଯେବେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ସେହି କ୍ଷେତ୍ର ଶୁଚିକାରୀ ଲୋକ ଯଦି କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ରୂପାର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।

Gade chapit la Kopi

ପବିତ୍ର ବାଇବଲ

19 ଯଦି ସେହି ବ୍ୟକ୍ତି ତା'ର କ୍ଷେତ୍ର ମୁକ୍ତ କରିବାକୁ ଇଚ୍ଛା କରିବ, ତେବେ ସେ କ୍ଷେତ୍ରମୂଲ୍ୟ ସହିତ ଆଉ ପଞ୍ଚମାଂଶ ଅଧିକ ମୂଲ୍ୟ ଯୋଗ କରିବ। ତହିଁରେ ସେ କ୍ଷେତ୍ର ତାହାର ହେବ।

Gade chapit la Kopi




ଲେବୀୟ ପୁସ୍ତକ 27:19
4 Referans Kwoze  

ମାତ୍ର, ଯଦି ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।


ଆଉ, ଯଦି କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ଆପଣା ଗୃହ ପ୍ରତିଷ୍ଠା କରେ, ତେବେ ତାହା ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ଯାଜକ ତହିଁର ଯେଉଁ ମୂଲ୍ୟ ନିରୂପଣ କରିବ, ତାହା ସ୍ଥିର ହେବ।


ମାତ୍ର, ଯଦି ସେ ଯୁବ୍‍ଲୀ ଉତ୍ତାରେ ଆପଣା କ୍ଷେତ୍ର ଶୁଚି କରେ, ତେବେ ଯାଜକ ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ।


ମାତ୍ର ଯଦି ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯଦି ସେ ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ।


Swiv nou:

Piblisite


Piblisite