Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:2 - ଓଡିଆ ବାଇବେଲ

2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟର ମାନତ ପୂର୍ଣ୍ଣ କରିବାକୁ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପ୍ରାଣୀସକଳ ସଦାପ୍ରଭୁଙ୍କର ହେବେ।

Gade chapit la Kopi

ପବିତ୍ର ବାଇବଲ

2 “ତୁମ୍ଭେ ଇସ୍ରାଏଲ ଲୋକମାନଙ୍କୁ କୁହ, ଯଦି କୌଣସି ବ୍ୟକ୍ତି ଉତ୍ସର୍ଗୀତ ଲୋକକୁ ସଦାପ୍ରଭୁଙ୍କୁ ଗୋଟିଏ ମହାନ୍ ଉଦ୍ଦେଶ୍ୟରେ ମାନସିକ କରେ, ତେବେ ତା'ର ମୂଲ୍ୟ ଯାଜକ ଦ୍ୱାରା ନିରୂପିତ ହେବ ଓ ସେ ଲୋକଟି ଚିରଦିନ ପାଇଁ ପରମେଶ୍ୱରଙ୍କର ହେବ। ଯଦି ଲୋକମାନେ ସେହି ମାନତ ଲୋକକୁ ଫୋରାଇ ଆଣିବାକୁ ଗ୍ଭହାନ୍ତି ତେବେ ସେମାନେ ନିରୂପିତ ମୂଲ୍ୟ ଦେଇ ଫେରାଇ ଆଣିବେ।

Gade chapit la Kopi




ଲେବୀୟ ପୁସ୍ତକ 27:2
14 Referans Kwoze  

“ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, କୌଣସି ପୁରୁଷ କିମ୍ବା ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବା ନିମନ୍ତେ ଯଦି ନାସରୀୟ କୌଣସି ବିଶେଷ ବ୍ରତ କରେ,


ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା, ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା।


ପୁଣି, ସେ ଏକ ମାନତ ମନାଶି କହିଲା; ହେ ସୈନ୍ୟାଧିପତି ସଦାପ୍ରଭୁ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ।


ପୁଣି, ଦୁଇ ମାସ ଶେଷରେ ସେ ଆପଣା ପିତା ନିକଟକୁ ଫେରି ଆସିଲା, ତହିଁରେ ପିତା ଆପଣା ମନାସିଲାର ମାନତ ଅନୁସାରେ ତାହା ପ୍ରତି କଲେ। ସେ ପୁରୁଷର ପରିଚୟ ପାଇ ନ ଥିଲା।


ମଧ୍ୟ କୌଣସି ସ୍ତ୍ରୀ ଯଦି ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ୱାରା ଆପଣାକୁ ଆବଦ୍ଧ କରେ,


ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, “ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ଯଦି ଆମ୍ଭେ ସେମାନଙ୍କ ନଗରସବୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବା।”


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ତୁମ୍ଭେ ଆପଣା ପ୍ରତିବାସୀର ଦ୍ରାକ୍ଷାକ୍ଷେତ୍ରକୁ ଗଲେ, ସ୍ଵେଚ୍ଛାନୁସାରେ ଆପଣା ତୃପ୍ତି ପର୍ଯ୍ୟନ୍ତ ଦ୍ରାକ୍ଷାଫଳ ଭୋଜନ କରି ପାରିବ; ମାତ୍ର ତୁମ୍ଭେ ଆପଣା ପାତ୍ରରେ କିଛି ରଖିବ ନାହିଁ।


ତାହାସବୁ ଯାଜକମାନେ ଆପଣା ଆପଣା ପରିଚିତ ଲୋକମାନଙ୍କଠାରୁ ଆପଣାମାନଙ୍କ ପାଇଁ ଗ୍ରହଣ କରନ୍ତୁ; ପୁଣି ସେହି ଗୃହର ଯେକୌଣସି ସ୍ଥାନ ଭଗ୍ନ ଦେଖାଯାଏ, ତାହାସବୁ ସେମାନେ ପୁନଃନିର୍ମାଣ କରନ୍ତୁ।”


କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ।


Swiv nou:

Piblisite


Piblisite