ଲେବୀୟ ପୁସ୍ତକ 27:8 - ଓଡିଆ ବାଇବେଲ8 ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)8 ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ। Gade chapit laପବିତ୍ର ବାଇବଲ8 “ଯଦି ଲୋକଟି ଅତି ଦରିଦ୍ର ଓ ନିରୂପିତ ମୂଲ୍ୟ ଦେଇ ପାରିବ ନାହିଁ, ତେବେ ତାକୁ ଯାଜକ ନିକଟକୁ ଅଣାଯିବ, ଯାଜକ ତାହାର ମୂଲ୍ୟ ନିରୂପିଣ କରିବ। ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ। Gade chapit la |