Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:9 - ଓଡିଆ ବାଇବେଲ

9 ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହିସବୁ ପଶୁ ପବିତ୍ର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହିସବୁ ପଶୁ ପବିତ୍ର ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଉପହାର ଉତ୍ସର୍ଗ କରନ୍ତି, ତାହା ପଶୁ ହେଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ସେହି ସବୁ ପଶୁ ପବିତ୍ର ହେବ।

Gade chapit la Kopi

ପବିତ୍ର ବାଇବଲ

9 “କେତେକ ପ୍ରକାର ପଶୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରାଯାଇ ପାରିବ, ସେହି ପଶୁଗୁଡ଼ିକ ମଧ୍ୟରୁ ଯଦି କେହି ସଦାପ୍ରଭୁଙ୍କୁ ଉତ୍ସର୍ଗ କରିବାକୁ ଶପଥ କରେ, ସେହି ପଶୁ ସଦାପ୍ରଭୁଙ୍କ ପାଇଁ ପବିତ୍ର ହୋଇଥିବ।

Gade chapit la Kopi




ଲେବୀୟ ପୁସ୍ତକ 27:9
7 Referans Kwoze  

ମାତ୍ର ସେ ତୁମ୍ଭର ନିରୂପିତ ମୂଲ୍ୟ ଅପେକ୍ଷା ଦରିଦ୍ର ହେଲେ, ଯାଜକ ସମ୍ମୁଖକୁ ଅଣାଯିବ, ତହୁଁ ଯାଜକ ତାହାର ମୂଲ୍ୟ ନିରୂପଣ କରିବ; ମାନତକାରୀର ଶକ୍ତି ଅନୁସାରେ ଯାଜକ ତାହାର ମୂଲ୍ୟ ନିରୂପଣ କରିବ।


ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ; ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯଦି ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ।


“କେହି ଯଦି ସତ୍ୟ-ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭୁଲବଶତଃ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।


ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭୁଲବଶତଃ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ୱର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ ?


ପୁଣି, ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ; କିଅବା ତାହା ପରିବର୍ତ୍ତନ କରିବେ ନାହିଁ, ଅଥବା ଦେଶର ପ୍ରଥମଜାତ ଫଳ ହସ୍ତାନ୍ତରିତ ହେବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।


କିନ୍ତୁ ତୁମ୍ଭେମାନେ କହୁଥାଅ, ଯେ କେହି ପିତା କି ମାତାକୁ କହେ, ମୋ'ଠାରୁ ଯାହା କିଛି ସାହାଯ୍ୟ ତୁମ୍ଭେ ପାଇଥାନ୍ତ, ସେ ସବୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଅଛି,


Swiv nou:

Piblisite


Piblisite